www.samajalive.in
Wednesday, December 10, 2025
17.1 C
Bhubaneswar

ଓଡ଼ିଶାକୁ ଆସୁଛନ୍ତି ଆଉ ୫ବାଘୁଣୀ

ସମାଜ ଡିଜିଟାଲ ଡେସ୍କ: ମହାରାଷ୍ଟ୍ରରୁ ଓଡ଼ିଶାକୁ ଆସୁଛନ୍ତି ଆଉ ୫ଟି ବାଘୁଣୀ। ବର୍ତମାନ ଶିମିଳିପାଳ ଅଭୟାରଣ୍ୟରେ ଗୋଟିଏ ବାଘୁଣୀ ଛଡାଯାଇଥିବା ବେଳେ ଆଗକୁ ଆଉ ୫ଟି ବାଘୁଣୀ ଅଣାଯାଇ ଛଡାଯିବ। ଖୁବଶୀଘ୍ର ମହାରାଷ୍ଟ୍ରରୁ ବାଘୁଣୀ ଆସିବେ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ସୂଚନା ଦେଇଛନ୍ତି। ଲୋକଙ୍କ ସହମତିରେ ଶିମିଳିପାଳରେ ଛଡାଯିବ। ଶିମିଳିପାଳରେ ବର୍ତ୍ତମାନ ୪୦ଟି ବାଘ ରହିଥିବା ବେଳେ ବାଘ ବଂଶ ବିସ୍ତାର ପାଇଁ ଆଉ ବାଘ ଅଣାଯିବ ବୋଲି ମନ୍ତ୍ରୀ କହିଛନ୍ତି।

 

- Advertisement -

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories