www.samajalive.in
Sunday, December 14, 2025
23.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ସୁଖ ଓ ସମୃଦ୍ଧିର ପର୍ବ ଧନତେରାସ : ଦର ଉଚ୍ଚା ଥିଲେ ବି ପରମ୍ପରା ବଜାୟ ରଖିବାକୁ ସୁନା କିଣୁଛନ୍ତି ଗ୍ରାହକ.. ବିଭିନ୍ନ ଗହଣା ଦୋକାନରେ ମନଲୋଭା ଅଫର..

ଭୁବନେଶ୍ୱର ଗୋଠପାଟଣାରେ ସେଣ୍ଟ୍ରାଲ୍‌ ଡ୍ରଗ୍ସ ୟୁନିଟ୍‌ ଉଦ୍‌ଘାଟିତ.. ଏହି ଅବସରରେ କହିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ.. ଖୁବ୍‌ ଶୀଘ୍ର ଆମ ରାଜ୍ୟରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା..

- Advertisement -

ଲିଙ୍ଗରାଜ ମନ୍ଦିରରେ ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସହ ଫଟୋ ଉଠାଇବା ପ୍ରସଙ୍ଗ.. ସେବାୟତ ରାଜକିଶୋର ମହାପାତ୍ରଙ୍କୁ କାରଣ ଦର୍ଶାଅ ନୋଟିସ୍..

ମହାରାଷ୍ଟ୍ରରୁ ଓଡ଼ିଶା ଆସିବେ ୫ ବାଘୁଣୀ,..ଖୁବକମ୍ ଦିନ ଭିତରେ ମହାରାଷ୍ଟ୍ରରୁ ଓଡ଼ିଶାକୁ ବାଘୁଣୀ ଆସିବେ.. ଶିମିଳିପାଳରେ ଏବେ ୪୦ ବାଘ ଅଛନ୍ତି, ବଂଶ ବିସ୍ତାର ପାଇଁ ଅଣାଯିବ..

ଶେଷ ହେଲା ବାତ୍ୟା ଦାନାର ପ୍ରଭାବ.. ଆଜିଠୁ ପୁଣି ଖୋଲିଲା ଶିମିଳିପାଳ ଅଭୟାରଣ୍ୟ.. ବାତ୍ୟା “ଦାନା”ର ପ୍ରକୋପ ଯୋଗୁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ..

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories