www.samajalive.in
Sunday, December 14, 2025
23.1 C
Bhubaneswar

ଓଏଏସ ପାଇଥିବା ଗାୟତ୍ରୀଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ: ଗଂଜାମ ବ୍ଲକ୍ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୋଡ଼ମ୍ ପେଟା ଗ୍ରାମର ମସ୍ୟଜୀବି ପରିବାର ଓଡିଶା ପ୍ରଶାସନିକ ସେବା ରେ (ଓଏଏସ )ପାଇଥିବା ଗାୟତ୍ରୀ ମଙ୍ଗଳ ବାର ଦିନ ଲବଣ ଶ୍ରମିକ ଉଚ୍ଚ ବିଦ୍ୟାଳୟ ନୀଳାଦ୍ରି ପୁର , ପଂଚାୟତ ବାସୀ, ଏବଂ ଲୋକଚେତନା ସଂସୃତିକ ମଞ୍ଚ ପକ୍ଷରୁ  ସମ୍ବର୍ଦ୍ଧନା ଦିଆଯାଇଥିଲା । ଏହି ଅବସରରେ ଏକ ସମ୍ବର୍ଦ୍ଧନା ସଭା ବାତ୍ୟା ଆଶ୍ରୟ ସ୍ଥଳୀ ଠାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ପ୍ରଧାନ ଶିକ୍ଷୟତ୍ରୀ ଶୁଭଲକ୍ଷ୍ମି ମହାନ୍ତି ସଭାପତିତ୍ୟ କରିଥିବା ବେଳେକାର୍ଯ୍ୟକ୍ରମ କୁ ପୂର୍ବତନ ସରପଂଚ ଦିଲ୍ଲୀପ ଛୋଟରାୟ ସଂଯୋଜନା କରିଥିଲେ । ରାଜ୍ୟପାଳ ପୁରସ୍କାର ପ୍ରାପ୍ତ ବିଜୟ କୁମାର ବିଶ୍ବାଳ, ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ବିଜୟ ବେହେରା ,ମହିଳା ସଭାନେତ୍ରୀ ରଞ୍ଜିତା ସାହୁ, ଗଂଜାମ ପ୍ରେସ୍ କ୍ଳବ୍ ସଭାପତି ଶବର କୁମାର ତରାଇ ପ୍ରମୁଖ ଯୋଗ ଦେଇଥିଲେ।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories