ପଟ୍ଟାମୁଣ୍ଡାଇ : ଜଙ୍ଗଲରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହଟି ଖମାରସାହି ପଞ୍ଚାୟତ ରଗଡାପାଟିଆ ଗ୍ରାମର ପାଖ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ମୃତ୍ୟୁ କାରଣ ଅସ୍ପଷ୍ଟ ରହିଛି। ତାଳଚୁଆ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
Popular Categories



