www.samajalive.in
Monday, December 15, 2025
16.1 C
Bhubaneswar

ତାଳଚେରରେ ଜିଏସଟି ଚଢ଼ାଉ

ତାଳଚେର: ତାଳଚେର ସହରର ବିଭିନ୍ନ ସୁନା ଦୋକାନରେ ଚଢ଼ାଉ କରାଯାଉଥିବା ସୂଚନା ମିଳିଛି। ଗହଣା ଦୋକାନରେ ଜିଏସଟି ସହ ମାପ ଓ ଓଜନ ବିଭାଗର ଚଢ଼ାଉ କରିଛି। ହାଟତୋଟା ବଜାରରେ ୧୦ରୁ୧୨ଟି ସୁନା ଦୋକାନରେ ଚଢ଼ାଉ କରାଯାଇଛି।

Hot this week

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

Related Articles

Popular Categories