www.samajalive.in
Tuesday, December 9, 2025
17.1 C
Bhubaneswar

ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡି କର୍ମୀଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଘୋଷଣା ହେବା ନେଇ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ।ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା । କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଖାରଜ ହୋଇଥିବା ୨ଲକ୍ଷ ୬୭ ହଜାର ଆବେଦନ ରି-ଚେକ୍‌ ହେବ । ବାରମ୍ବାର ଚେକ୍‌ ହେବ, କେହି ବି ବଞ୍ଚିତ ହେବେ ନାହିଁ । ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦୀପାବଳି ପରେ ସିଧାଚଳନ କରିବେ ଶନି; ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ଚମକିବ ଭାଗ୍ୟ..

ଜାଣନ୍ତୁ: ଦୀପାବଳିରେ କେଉଁ ରାଶି ପିନ୍ଧିବେ କି ରଙ୍ଗର ପୋଷାକ, ମିଳିବ ମା’ଲକ୍ଷ୍ମୀଙ୍କ କୃପା, ବର୍ଷଯାକ ରହିବନି ଧନର ଅଭାବ..

- Advertisement -

ଦେଖନ୍ତୁ ଛାତିଥରା ଭିଡିଓ; ଘର ବାହାରେ ବସି ଝୋଟି ପକାଉଥିଲେ ବାଳିକା, ମାଡିଗଲା ଦ୍ରୁତ ଗତି କାର୍‌..

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories