www.samajalive.in
Saturday, December 13, 2025
26.1 C
Bhubaneswar

ବାରହା ଶିକାର କଲା ବାଘୁଣୀ ଯମୁନା

ବାରିପଦା: ଶିକାର କଲା ଶିମିଳିପାଳକୁ ଆସିଥିବା ନୂଆ ବାଘୁଣୀ ଯମୁନା। ସ୍ଵତନ୍ତ୍ର ଏନକ୍ଲୋଜର ଭିତରେ ହରିଣ ଓ ବାରହା ଛଡା ଯାଇଥିବାବେଳେ ଯମୁନା ବାରହାକୁ ଶିକାର କରିଥିବା ସୂଚନା ମିଳିଛି। ଶିମିଳିପାଳ କ୍ଷେତ୍ର ନିର୍ଦେଶକଙ୍କ ପକ୍ଷରୁ ଏହି ସୂଚନା ମିଳିଛି। ଶିକାର କରି ଖାଇବା ପରେ ବାଘୁଣୀ ପାଣି ପିଇଥିଲା। ଏବେ  ଯମୁନା ସୁସ୍ଥ ଓ ଶାନ୍ତ ଥିବା ସେ ସୂଚନା ଦେଇଛନ୍ତି। ଏନକ୍ଲୋଜର ଭିତରେ ସିସି ଟିଭି କ୍ୟାମେରା ଲଗାଯାଇ ବାଘୁଣୀର ଗତିବିଧି ଉପରେ ନଜର ରଖାଯାଇଛି। ଗତ ୨୮ ତାରିଖରେ ମହାରାଷ୍ଟ୍ରର ତଡବା ଜଙ୍ଗଲରୁ ଯମୁନାକୁ ଶିମିଳିପାଳକୁ ଅଣାଯାଇଥିଲା। ୨୯ ତାରିଖରେ ଯମୁନାକୁ ଶିମିଳିପାଳ ଅଭୟାରଣ୍ୟର ସ୍ଵତନ୍ତ୍ର ଏନକ୍ଲୋଜର ଭିତରେ ଛାଡି ଦିଆଯାଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories