www.samajalive.in
Sunday, December 14, 2025
15.1 C
Bhubaneswar

ପରକୀୟା ପ୍ରୀତିରୁ ୫ଜଣଙ୍କୁ ହତ୍ୟା ଘଟଣା: ୧୩ ଅଟକ

ସୁନ୍ଦରଗଡ: ସୁନ୍ଦରଗଡରେ ପରକୀୟା ପ୍ରୀତିରୁ ୫ ଜଣଙ୍କୁ ହତ୍ୟା ଘଟଣା । ପୁଲିସ ଏହି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ଅନୁଗୁଳ ଜିଲ୍ଲା ବଅଁରପାଳରୁ ୧୩ଜଣ ଯାଯାବରଙ୍କୁ ଉଠାଇ ଆଣି ପଚରାଉଚରା କରୁଛି। ସୂଚନା ଅନୁସାରେ ବୁଧବାର ସୁନ୍ଦରଗଡ ସଦର ଥାନା କରମଡିହି ଅଞ୍ଚଳରେ ଗୋଷ୍ଠୀ ସଂଘର୍ଷରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲା ।  ମଙ୍ଗଳବାର ବିଳମ୍ବିତ ରାତିରେ ଗୀତାପଡାରେ ଦୁଇ ଯାଜାବର ଗୋଷ୍ଠୀ ମଧ୍ୟରେ ଭୟଙ୍କର ସଂଘର୍ଷ ହୋଇଥିଲା। ଏଥିରେ ୩ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଥିଲା। ଦୁଇ ଆହତଙ୍କୁ ସୁନ୍ଦରଗଡ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପରକୀୟା ପ୍ରୀତିରୁ ଏଭଳି ଅଘଟଣ ଘଟିଥିବା ସୂଚନା ମିଳିଛି। ପୁଲିସ୍ ଏହି ଘଟଣାରେ ସମ୍ପୃକ୍ତି ସନ୍ଦେହରେ ୧୩ ଜଣ ଯାଯାବରଙ୍କୁ ଉଠାଇ ଆଣି ପଚରାଉଚରା ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories