www.samajalive.in
Saturday, December 13, 2025
26.1 C
Bhubaneswar

ଡ୍ୟାମକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର କଲେ ଅଗ୍ନିଶମ ବାହିନୀ

କୋରାପୁଟ : କୋଲାବ ଜଳଭଣ୍ଡାରକୁ ଡେଇଁ ପଡିଲେ ମହିଳା। ଦୁରୁଗୁଡ଼ା ନିକଟରେ ବ୍ରିଜରୁ ଜଳଭଣ୍ଡାରକୁ ଡେଇଁପଡ଼ିଲେ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବାହିନୀ। ମହିଳା ଜଣଙ୍କ କୁସୁମାଗୁଡାର, ଡ୍ୟାମକୁ ଡେଇଁବା କାରଣ ଅସ୍ପଷ୍ଟ । ବସରୁ ଓହ୍ଲାଇ ଜଳଭଣ୍ଡାର ନିକଟକୁ ଚାଲି ଚାଲି ଯାଇଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories