www.samajalive.in
Monday, December 8, 2025
24.1 C
Bhubaneswar

ପ୍ରଦୂଷଣ ବିରୋଧୀ ଆଇନ ଉପରେ ସଚେତନତା

ପାତ୍ରପୁର: ଜିଲ୍ଲା ଆଇନ ସେବା ପ୍ରାଧିକରଣ ଓ ପାତ୍ରପୁର ତାଲୁକ ଆଇନ ସେବା ସହଯୋଗରେ ପ୍ରଦୂଷଣ ବିରୋଧୀ ଆଇନ ସମ୍ପର୍କରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଛାତ୍ର ସ୍ଵାକ୍ଷରିତ କ୍ଲବ ସହିତ ଜଡିତ ପ୍ରଦୂଷଣ ବିରୋଧୀ ଆଇନ ଉପରେ ସଚେତନତା କରାଯାଇଥିଲା। ମୁଖ୍ୟବକ୍ତା ଭାବେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ୍‌ ରୁପଶ୍ରୀ ଚୌଧୁରୀ ଯୋଗଦେଇଥିବା ବେଳେ ସମ୍ପାଦିକା ଦେବଶ୍ରୀ ସାହୁ, ରେଜିଷ୍ଟ୍ରାର ବ୍ରହ୍ମପୁର ପଦ୍ମଲୋଚନ ବଡ଼ଜେନା, ପାତ୍ରପୁର କୋର୍ଟର ବିଚାରପତି କୃଷ୍ଣା ମିଶ୍ର, ସରକାରୀ ଓକିଲ ଗୋଲକ ନାୟକ ପ୍ରମୁଖ ମଞ୍ଚାସୀନ ଥିଲେ। ବିଭିନ୍ନ ବିଦ୍ୟାଳୟର ବହୁ ଛାତ୍ରଛାତ୍ରୀ ଏବଂ ଓକିଲମାନେ ଉପସ୍ଥିତ ରହି ପ୍ରଦୂଷଣ ବିରୋଧୀ ଆଇନ ଉପରେ ସେମାନଙ୍କ ମତ ରଖିଥିଲେ।

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories