www.samajalive.in
Tuesday, December 9, 2025
16.1 C
Bhubaneswar

ଦୈନିକ ଖବର କାଗଜ ‘ସମାଜ’ ପକ୍ଷରୁ ରିଲିଫ ବଣ୍ଟନ

ବାସୁଦେବପୁର : ଦୈନିକ ଖବର କାଗଜ ‘ସମାଜ’ ପକ୍ଷରୁ ବାତ୍ୟା ‘ଦାନା’ ପରେ ସୃଷ୍ଟି ହୋଇଥିବା ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ ବଣ୍ଟନ କରାଯାଇଛି। ‘ସମାଜ’ ପକ୍ଷରୁ ସୁଦର୍ଶନପୁର ପଞ୍ଚାୟତ ସୁଆଁ ଗ୍ରାମରେ ବାତ୍ୟା ଓ ବନ୍ୟା ପ୍ରଭାବିତମାନଙ୍କୁ ସମାଜ ମୁଦ୍ରାକର ଓ ପ୍ରକାଶକ ଡ. ପ୍ରଭାସ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶୁଖିଲା ଖାଦ୍ୟ ସହିତ ବସ୍ତ୍ର ବଣ୍ଟନ କରାଯାଇଛି। ବିଶେଷ କରି ବାସୁଦେବପୁର ଅଞ୍ଚଳରେ ବନ୍ୟାର ପ୍ରଭାବ ଅଧିକ ଦେଖିବାକୁ ମିଳିଛି । ଲୋକଙ୍କ ଜୀବନ ଜୀବିକା ଉପରେ ମଧ୍ୟ ବେଶ ପ୍ରଭାବ ପଡିଛି । ବନ୍ୟା ଛଡାଇ ନେଇଛି ଲୋକଙ୍କ ବର୍ଷକଯାକର ଦାନା। ରିଲିଫ ବଣ୍ଟନ ସମୟରେ ସମାଜ ପରିବାରର ସଦସ୍ୟ ବୈଲୋଚନ ସାହୁ ଓ ଲକ୍ଷ୍ମୀକାନ୍ତ ନାଥ ପରିଚାଳନାରେ ସହଯୋଗ କରିଥିଲେ।

ନଭେମ୍ବର ମାସରେ ରାଜଯୋଗ; ଶୁକ୍ର-ଶନି ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଚମକିବ ଭାଗ୍ୟ, ମିଳିବ ହଠାତ୍‌ ଧନ..

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories