www.samajalive.in
Saturday, December 6, 2025
26.1 C
Bhubaneswar

ପାଣିମୁଣ୍ଡାରେ ଜଙ୍ଗଲୀ ହାତୀଙ୍କ ଉପଦ୍ରବ :ଉଜାଡିଲେ ଚାଷୀଙ୍କ ଧାନ ଫସଲ

ଲାଞ୍ଜିଗଡ: କଳାହାଣ୍ଡି ଜିଲ୍ଲା ଦକ୍ଷିଣ ବନଖଣ୍ଡ ବିଶ୍ଵନାଥପୁର ବନାଞ୍ଚଳ ଅନ୍ତର୍ଗତ ପାଣିମୁଣ୍ଡା ଗାଁରେ ଦେଖିବାକୁ ମିଳିଛି ଜଙ୍ଗଲୀ ହାତୀଙ୍କ ଉପଦ୍ରବ। ଗାଁର ସନ୍ତୋଷ ପରିଡ଼ା ଏବଂ ଗୋବର୍ଦ୍ଧନପୁର ଗାଁର ମୋହନ ଛତର, ବୃନ୍ଦାବନ ଛତରଙ୍କ ଚାଷଜମିକୁ ଦଳି ମକଚି ନଷ୍ଟ କରି ଦେଇଥିବା ବେଳେ ୧୦ ଏକରରୁ ଅଧିକ ଜମିର ଧାନ ଫସଲ ଉଜାଡି ଦେଇଛନ୍ତି ହାତୀପଲ। ସନ୍ତୋଷ ପରିଡ଼ାଙ୍କ ୫ ଏକର ଜମି, ମୋହନ ଛତରଙ୍କ ୩ ଏକର, ବୃନ୍ଦାବନ ଛତରଙ୍କ ୨ ଏକର ଜମିର ଧାନ ଫସଲ ସଂପୂର୍ଣ୍ଣ ନଷ୍ଟ କରି ଦେଇଛନ୍ତି ଏହି ହାତୀପଲ। ଏ ସମ୍ପର୍କରେ ଚାଷୀମାନେ ବନବିଭାଗ ନିକଟରେ ଅଭିଯୋଗ କରିଥିବାବେଳେ ବିଭାଗୀୟ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିବା ଜଣାପଡିଛି।

ନଭେମ୍ବର ମାସରେ ରାଜଯୋଗ; ଶୁକ୍ର-ଶନି ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଚମକିବ ଭାଗ୍ୟ, ମିଳିବ ହଠାତ୍‌ ଧନ..

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories