www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଚଳିତବର୍ଷ ଐତିହାସିକ ବାଲିଯାତ୍ରାରେ ମୁଖ୍ୟ ଆକର୍ଷଣ ପାଲଟିବ ‘ଓଡ଼ିଆ ଚଳଚ୍ଚିତ୍ର’..
ଓଡ଼ିଆ ସିନେମାକୁ ନେଇ ପ୍ରସ୍ତୁତ କରାଯିବ ଥିମ୍। ଏହାକୁ ପ୍ରଦର୍ଶିତ କରାଯିବ ଐତିହାସିକ ବାଲିଯାତ୍ରା ତଳ ପଡ଼ିଆଠାରେ ଥିବା କଟକ-ଇନ୍-କଟକ ପ୍ୟାଭିଲନ୍ ଠାରେ..

ରତ୍ନଭଣ୍ଡାରରେ ନାହିଁ କୌଣସି ଗୁପ୍ତ କୋଠରୀ କିମ୍ବା ସୁଡଙ୍ଗ, ରତ୍ନଭଣ୍ଡାର ସମ୍ପର୍କରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା, ପ୍ରାଥମିକ ଆଲୋଚନାରୁ କୌଣସି ସୁଡଙ୍ଗ ବା ଗୁପ୍ତ କୋଠରୀ ନଥିବା ଜଣାପଡିଛି.. କହିଲେ ମନ୍ତ୍ରୀ..

- Advertisement -

ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ବଡ ସୂଚନା, ଖୁବ୍‌ ଶୀଘ୍ର ସୁଭଦ୍ରାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ.. ଯେଉଁମାନେ ବାଦ୍‌ ପଡିଛନ୍ତି ସେମାନଙ୍କ ପାଇଁ ଗାଇଡ୍‌ଲାଇନ୍‌ ଆସିବ..

ନଭେମ୍ବର ମାସରେ ରାଜଯୋଗ; ଶୁକ୍ର-ଶନି ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ଚମକିବ ଭାଗ୍ୟ, ମିଳିବ ହଠାତ୍‌ ଧନ..

ଆମେରିକା ହ୍ୟୁଷ୍ଟସନରେ ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗ,
ଇସ୍କନ କେବଳ ସ୍ନାନ ଯାତ୍ରା ଆୟୋଜନ ବାତିଲ କରିଥିବା ସୂଚନା..

ନ୍ୟୁଜିଲାଣ୍ଡ ୨୩୫ରେ ଅଲଆଉଟ୍‌, ଜାଡେଜାଙ୍କୁ ୫ ଓ ସୁନ୍ଦରଙ୍କୁ ୪ ଉଇକେଟ୍‌..

ପୁଣି ମହଙ୍ଗା ମାଡ, ୧୯ କିଲୋ ଏଲପିଜି ସିଲିଣ୍ଡର ଦାମ୍‌ରେ ୬୨ ଟଙ୍କା ବୃଦ୍ଧି..

ମାଟି ଅତଡା ଧସି ଝିଅର ମୃତ୍ୟୁ , ବାପା ଗୁରୁତର..

ଜାଣନ୍ତୁ; ବାସ୍ତୁ ଅନୁସାରେ କେଉଁ ରଙ୍ଗର ଆଲମିରା ଥିଲେ, ଘରୁ କଦାପି ଖାଲି ହେବ ନାହିଁ ଟଙ୍କା..

ପୁରୀ: ବାଟଗାଁରେ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା ୨କୁ ବଢ଼ିଲା, ଭୁବନେଶ୍ଵରର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ଜଣେ ଯୁବକ, ପୂର୍ବରୁ ଏସସିବି ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଅନ୍ୟ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା..

କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ତଦନ୍ତ ନିର୍ଦେଶ ଦେଲେ ରାଜ୍ୟ ସରକାର, ତଦନ୍ତ ସ୍ଵାସ୍ଥ୍ୟ ବିଭାଗ ଟିମ ପାଇଁ ଗାଁକୁ ଯାଇଥିବା ସୂଚନା ଦେଲେ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ..

ଦେଖନ୍ତୁ ଭିଡିଓ; ସିଢିରେ ଯାଉଥିଲେ ଯୁବକ, ହଠାତ୍‌ ସାମ୍ନାକୁ ଆସିଲା ସିଂହୀ, ଆଉ ତା’ପରେ..

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories