www.samajalive.in
Saturday, December 13, 2025
26.1 C
Bhubaneswar

ନଭେମ୍ବର ଶେଷ ସୁଦ୍ଧା ମିଳିବ ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା-ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନଭେମ୍ବର ଶେଷ ସୁଦ୍ଧା ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି।
ସୂଚନାନୁଯାୟୀ, ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ଘୋଷଣା ହେବା ନେଇ ଅକ୍ଟୋବର ୩୦ ବୁଧବାରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଥିଲେ। ବାଦ୍‌ ପଡିଥିବା ସବୁ ଅଙ୍ଗନବାଡି କର୍ମୀଙ୍କୁ ତୃତୀୟ ପର୍ଯ୍ୟାୟରେ ମିଳିବ ସୁଭଦ୍ରା ଟଙ୍କା। କୌଣସି ଯୋଗ୍ୟ ହିତାଧିକାରୀ ବାଦ୍‌ ପଡିବେନି ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନ ରି-ଚେକ୍‌ ହେବ। ବାରମ୍ବାର ଚେକ୍‌ ହେବ, କେହି ବି ବଞ୍ଚିତ ହେବେ ନାହିଁ। ଏଥିପାଇଁ ୧ ତାରିଖରେ ନୋଡାଲ ଏଜେନ୍ସି ନିଯୁକ୍ତ ହେବେ ବୋଲି ଉପମୁଖ୍ୟମନ୍ତ୍ରୀ କହିଥିଲେ।

ନଭେମ୍ବର ୭ରେ ଶୁକ୍ର କରିବେ ରାଶି ପରିବର୍ତ୍ତନ; ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories