www.samajalive.in
Sunday, December 7, 2025
23.1 C
Bhubaneswar

ଲାଲୁଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଆଦ୨୮ ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ : ଆଇଅ।ର୍‍ସିଟିସି ଦୁର୍ନୀତି ସଂକ୍ରାନ୍ତ ୨ଟି  ମାମଲାରେ ଦିଲ୍ଲୀର ଏକ ଅଦାଲତ ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଆଦକୁ ଆସନ୍ତା ୨୮ ତାରିଖ ବୃଦ୍ଧି କରିଛନ୍ତି। ସ୍ୱତନ୍ତ୍ର ବିଚାରପତି ଅରୁଣ ଭରଦ୍ୱାଜ ଶ୍ରୀ ଯାଦବଙ୍କ ପତ୍ନୀ ରାବ୍ରୀ ଦେବୀ ଓ ପୁତ୍ର ତେଜସ୍ୱୀ ଯାଦବଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଆଦକୁ ମଧ୍ୟ ୨୮ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଆଇଅ।।ର୍‍ସିଟିସି ଦୁର୍ନୀତି ମାମଲା, ସିବିଆଇ ଓ ଇଡି ଦ୍ୱାରା ଦାଏର ହୋଇଥିଲା। ଏକ ବେସରକାରୀ ଫାର୍ମକୁ ଆଇଅ।।ର୍‍ସିଟିସିର ଦୁଇଟି ହୋଟେଲର ପରିଚାଳନା ଭାର ପ୍ରଦାନରେ ଅନିୟମିତତା ସଂକ୍ରାନ୍ତରେ ସେହି ମାମଲାଗୁଡ଼ିକ ରୁଜ୍ଜୁ ହୋଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories