www.samajalive.in
Monday, December 15, 2025
16.1 C
Bhubaneswar

ଶ୍ରୀନଗରରେ ଆତଙ୍କୀ ଆକ୍ରମଣ, ୬ ଆହତ

ନୂଆଦିଲ୍ଲୀ : ଜମ୍ମୁ-କଶ୍ମୀରର ଶ୍ରୀନଗରରେ ରବିବାର ବଜାର ନିକଟରେ ଗ୍ରେନେଡ୍ ବିସ୍ଫୋରଣରେ ୬ ଜଣ ଆହତ ହୋଇଛନ୍ତି । ଗ୍ରେନେଡ୍ ବିସ୍ଫୋରଣରେ ଆହତ ହୋଇଥିବା ସମସ୍ତଙ୍କର ହସ୍ପିଟାଲରେ ଚିକିତ୍ସା ଚାଲିଛି । ଏହି ବିସ୍ଫୋରଣ ପର୍ଯ୍ୟଟନ ସ୍ବାଗତ କେନ୍ଦ୍ର ଟିଆରସି ବାହାରେ ହୋଇଛି । ରବିବାର ବଜାରରେ ଭିଡ ଥିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା । ସୂଚନାଯୋଗ୍ୟ ଗତ ଶୁକ୍ରବାର ଆତଙ୍କୀ ୨ ଶ୍ରମିକଙ୍କୁ ଗୁଳି ମାରିଦେଇଥିଲେ । ଉଭୟଙ୍କ ହସ୍ପିଟାଲରେ ଚିକିତ୍ସା ଚାଲିଛି ।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories