www.samajalive.in
Monday, December 15, 2025
15.1 C
Bhubaneswar

ନଭେମ୍ବର ୪ ଓ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର :  ନଭେମ୍ବର ୪ ତାରିଖ(ସୋମବାର)ଏବଂ୧୧  ତାରିଖ (ସୋମବାର) ରେୟୁନିଟ-୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ  ଠାରେ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏ ସମ୍ପର୍କରେ ଜନସାଧାରଣ  ତଥା ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ  ପାଇଁ ପୂର୍ବରୁ ଅନଲାଇନ ପଞ୍ଜୀକରଣ କରିଥିବା ଆବେଦନକାରୀଙ୍କ  ନିମନ୍ତେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମରେଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories