www.samajalive.in
Saturday, December 6, 2025
16.1 C
Bhubaneswar

ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ 

ଫୁଲବାଣୀ : ଭିଜିଲାନ୍ସ ଜାଲରେ ଫିରିଙ୍ଗିଆ ପଞ୍ଚାୟତ ସମିତି କାର୍ଯ୍ୟାଳୟର କନିଷ୍ଠ ଯନ୍ତ୍ରୀ ଅଶୋକ ପାଢ଼ୀ। ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସେ ଧରାପଡିଛନ୍ତି। ବିଲ୍ କରାଇ ଦେବାକୁ କହି ଜଣେ ଠିକାଦାରଙ୍କଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ମାଡ଼ି ବସିଛି।
ସୂଚନାନୁଯାୟୀ, ଗୋଚ୍ଛାପଡା ପଞ୍ଚାୟତ ବ୍ରୁଡିଗୁଡା ଠାରେ ଏକ ବିଶ୍ରାମାଗାର ନିର୍ମାଣ କରାଯାଇଥିଲା। ଏହି କାମର ବିଲ୍ କରାଇ ଦେବା ପାଇଁ ଯନ୍ତ୍ରୀ ଅଶୋକ ଠିକାଦାର ରଘୁନାଥ ମହାକୁଡ଼ଙ୍କ ଠାରୁ ୧୦ ହଜାର ଟଙ୍କା ଦାବି କରିଥିଲେ। ରଘୁନାଥ ଏନେଇ ଭିଜିଲାନ୍ସ ବିଭାଗକୁ ଜଣାଇଥିଲେ। ଆଜି ସକାଳେ ଯନ୍ତ୍ରୀ ଫିରିଙ୍ଗିଆ ସ୍ଥିତ ନିଜ ସରକାରୀ ବାସଭବନରେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ପୂର୍ବ ପ୍ରସ୍ତୁତି ଅନୁଯାୟୀ ତାଙ୍କୁ ଧରିଥିଲେ ଭିଜିଲାନ୍ସ ବିଭାଗ। ଏବେ ଯନ୍ତ୍ରୀଙ୍କ ସମ୍ପତ୍ତି ଆକଳନ ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଥିବା ଜଣାପଡିଛି।

ନଭେମ୍ବରରେ ଗ୍ରହଙ୍କ ମହାସଂଯୋଗ: ଏହି ରାଶିଙ୍କୁ ଭାଗ୍ୟଶାଳୀ କରିବେ ଶିବଶଙ୍କର, ଚମକିବ ଭାଗ୍ୟ, ହଠାତ୍‌ ମିଳିବ ଧନ..

ଏଥିପାଇଁ ଶୋଇଥିବା ଅବସ୍ଥାରେ ସାଙ୍ଗକୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା କଲା ସାଙ୍ଗ..

- Advertisement -

ଅଲମୋରାରେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌; ୧୫ରୁ ଅଧିକ ଯାତ୍ରୀ ମୃତ..

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories