www.samajalive.in
Sunday, December 14, 2025
17.1 C
Bhubaneswar

ଦୁର୍ଘଟଣା ପରେ ଜଳିଗଲା ମିଗ-୨୯ ଯୁଦ୍ଧ ବିମାନ

ସମାଜ ଡିଜିଟାଲ ଡେସ୍କ: ବାୟୁସେନାର ମିଗ-୨୯ ଯୁଦ୍ଧ ବିମାନ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଗ୍ରାର ଏକ କ୍ଷେତରେ ବିମାନଟି ଖସିପଡ଼ିବା ପରେ ଜଳିଯାଇଥିବା ଦେଖିବାକୁ ମିଳିଛି। କିପରି ଦୁର୍ଘଟଣା ଘଟିଲା ତାହା ଜଣାପଡ଼ି ନାହିଁ। ଏହାର ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହୋଇଛି।

ମିଗ-୨୯ ଯୁଦ୍ଧ ବିମାନଟି ନିୟମିତ ଅଭ୍ୟାସ ପାଇଁ ପଞ୍ଜାବର ଆଦମପୁରଠାରୁ ଉଡ଼ାଣ ଆରମ୍ଭ କରିଥିଲା। ବିମାନଟି ଆଗ୍ରା ଅଭିମୁଖେ ଆସିଥିଲା। କିନ୍ତୁ ଆଗ୍ରାରେ ଏହା ଦୁର୍ଘଟଣାଗ୍ରସ୍ତ ହୋଇଥିବା ଦୁର୍ଘଟଣା ପୂର୍ବରୁ ପାଇଲ୍‌ଟ ସୁରକ୍ଷିତ ଭାବେ ବିମାନରୁ ବାହାରି ଆସିଥିଲେ। ବାୟୁସେନା ପକ୍ଷରୁ କୋର୍ଟ ଅଫ୍‌ ଏନକ୍ଵାରୀ ଆଦେଶ ଦିଆଯାଇଛି।

- Advertisement -

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories