www.samajalive.in
Monday, December 8, 2025
20.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ମହିଳା ବକ୍ସିଂ ଦଳ ଚୟନ

ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ କ୍ରୀଡ଼ା ପରିଷଦ ପକ୍ଷରୁ ଆଜି ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ମହିଳା ବକ୍ସିଂ ଦଳ ଚୟନ ପାଇଁ ହୋଇଛି । ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଅଧୀନରେ ଥିବା ୬ ଟି ମହାବିଦ୍ୟାଳୟର ୮ ଜଣ ଯୋଗ ଦେଇଥିଲେ । ଚୟନ କମିଟିରେ ଦୁଷ୍ମନ୍ତ କୁମାର ପାଢ଼ୀ, ମନୋରମା ମହାରଣା, ସୁଜାତା ରାଣୀ ବିଷୋୟୀ, ପ୍ରଫୁଲ୍ଲ କୁମାର ମହାନ୍ତି, କବିରାଜ ଗୌଡ଼ ଉପସ୍ଥିତ ରହି ଚୟନ ରହିଥିଲେ । ଏମାନଙ୍କୁ କୋଚିଙ୍ଗ ଦେବା ପରେ ପଞ୍ଜାବ ସ୍ଥିତ ଗୁରୁ କାଶୀ ୟୁନିଭରସିଟିରେ ଡିସେମ୍ବର ୧୮ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ଅଲ ଇଣ୍ଡିଆ ଇଣ୍ଟର ୟୁନିଭରସିଟି ବକ୍ସିଂ ମହିଳା ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ । ଆଜି ଚୟନବେଳେ କ୍ରୀଡ଼ା ପରିଷଦ ସମ୍ପାଦକ ଡ଼. ସାରଦା ପ୍ରସାଦ ସାହୁ, ରାଜେଶ ମହାନ୍ତି, ରବି ଚରଣ ମିଶ୍ର ଉପସ୍ଥିତ ଥିଲେ ।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories