www.samajalive.in
Sunday, December 7, 2025
14.1 C
Bhubaneswar

ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: କୋରାପୁଟ ଜିଲା ଲକ୍ଷ୍ମୀପୁରର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ମାଝୀଙ୍କର ପରଲୋକ ଘଟିଛି। ଦୀର୍ଘଦିନ ଧରି ସେ ଅସୁସ୍ଥ ଥିଲେ। ପୂର୍ବତନ କଂଗ୍ରେସ ବିଧାୟକ ସ୍ଵର୍ଗତ ଅନନ୍ତରାମ ମାଝୀଙ୍କ ପୁଅ ହେଉଛନ୍ତି ପୂର୍ଣ୍ଣଚନ୍ଦ୍ର ମାଝୀ। ୨୦୦୮ରେ ଅନନ୍ତରାମଙ୍କ ମୃତ୍ୟୁ ପରେ ସେ ବିଧାୟକ ଭାବେ କଂଗ୍ରେସ ଟିକେଟରୁ ଉପନିର୍ବାଚନ ଲଢ଼ିବା ସହିତ ନିର୍ବାଚିତ ବି ହୋଇଥିଲେ। ପୂର୍ଣ୍ଣଚନ୍ଦ୍ରଙ୍କ ବାପା ଅନନ୍ତରାମ ୧୯୭୪, ୧୯୮୦, ୧୯୮୫, ୧୯୯୫ ଏବଂ ୨୦୦୪ ମସିହାରେ ଲକ୍ଷ୍ମୀପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories