www.samajalive.in
Monday, December 8, 2025
17.1 C
Bhubaneswar

ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟପାଳଙ୍କୁ ଭେଟିଲା କଂଗ୍ରେସ ପ୍ରତିନିଧି ଦଳ

ଭୁବନେଶ୍ବର : କନ୍ଧମାଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ। ଶ୍ରୀକାନ୍ତ ଜେନା, ମହମ୍ମଦ ମୋକିମ୍, ସନ୍ତୋଷ ସିଂ ସାଲୁଜା, ଜୟଦେବ ଜେନାଙ୍କ ସହ ଅନେକ ବରିଷ୍ଠ ନେତା ଏହି ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି। ଘଟଣାରେ କ’ଣ କାର‌୍ୟ୍ୟାନୁଷ୍ଠାନ ନିଆଯାଇଛି, ତାହା ଜାଣିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଡାକି ଆଲୋଚନା କରିବେ ବୋଲି ରାଜ୍ୟପାଳ ପ୍ରତିଶ୍ରୁତି ଦେଇଥିବା କହିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories