www.samajalive.in
Saturday, December 6, 2025
15.1 C
Bhubaneswar

ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ଇଡକୋ ଜୁନିୟର ମ୍ୟାନେଜର। ଜୁନିୟର ମ୍ୟାନେଜର ବିଜୟ କୁମାର ଉଦୟସିଂହଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢାଉ କରୁଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ଭାବରେ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ଭୁବନେଶ୍ଵର, ଖୋର୍ଦ୍ଧା, ପୁରୀର ୬ଟି ସ୍ଥାନରେ ଚଢାଉ ଚାଲିଛି। ରାତି ୪ଟାରୁ ଚଢାଉ ଆରମ୍ଭ ହୋଇଥିବାବେଳେ ଏପର୍ଯ୍ୟନ୍ତ ମୋଟ୍ ସମ୍ପତ୍ତି ସମ୍ପର୍କରେ କୌଣସି ସବିଶେଷ ତଥ୍ୟ ମିଳିନି। ତେବେ​‌ ମିଳିଥିବା ସୂଚନା ଅନୁସାରେ ଗତ ୪ ମାସ ମଧ୍ୟରେ ୭ ଜଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories