www.samajalive.in
Friday, December 5, 2025
20.1 C
Bhubaneswar

ଆମେରିକାରେ ପୁଣିଥରେ ଟ୍ରମ୍ପ ସରକାର

ସମାଜ ଡିଜିଟାଲ ଡେସ୍କ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଦମ୍‌ଦାର ବିଜୟ ହାସଲ କରିଛନ୍ତି ଡୋନାଲ୍ଡ ଟ୍ରମ୍ପ। ସେ ପୁଣିଥରେ ଆମେରିକାର ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ରିପବ୍ଲିକାନ୍ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ତାଙ୍କ ନିକଟତମ ପ୍ରତିଦ୍ଵନ୍ଦୀ ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ କମଳା ହ୍ୟାରିସ୍‌କୁ ବଡ଼ ବ୍ୟବଧାନରେ ପରାସ୍ତ କରି ଆମେରିକାର ୪୭ତମ ରାଷ୍ଟ୍ରପତି ହେବାକୁ ଯାଉଛନ୍ତି। ମ୍ୟାଜିକ ନମ୍ବର ୨୭୦ ଥିବାବେଳେ ଟ୍ରମ୍ପକୁ ୨୭୭ ଭୋଟ୍‌ ମିଳିଛି ଏବଂ କମଳା ହ୍ୟାରିସ୍‌ଙ୍କୁ ମିଳିଛି ୨୨୬ ଖଣ୍ଡ ଭୋଟ୍‌। ୪ ବର୍ଷ ପରେ ପୁଣି ଥ​‌ରେ ଆମେରିକା ରାଷ୍ଟ୍ରପତି ହେବାକୁ ଯାଉଛନ୍ତି ଡୋନାଲ୍ଡ ଟ୍ରମ୍ପ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories