www.samajalive.in
Saturday, December 6, 2025
17.1 C
Bhubaneswar

ଟ୍ରମ୍ପଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦୀ

ସମାଜ ଡିଜିଟାଲ ଡେସ୍କ: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟ ପରେ ସାରା ବିଶ୍ଵର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ତାଙ୍କ ବନ୍ଧୁ ଟ୍ରମ୍ପଙ୍କୁ ଏହି ବଡ଼ ବିଜୟ ପାଇଁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି। ମୋଦୀ କହିଛନ୍ତି, ‘ଐତିହାସିକ ବିଜୟ ପାଇଁ ମୋ ବନ୍ଧୁଙ୍କୁ ହୃଦୟର ସହିତ ଅଭିନନ୍ଦନ। ପୂର୍ବ ସରକାରରେ ଯେହେତୁ ଅନେକ ସଫଳତା ହାସଲ କରିଛନ୍ତି, ସେଥିଲାଗି ପୁନର୍ବାର ଭାରତ-ଆମେରିକା ମଧ୍ୟରେ ସହଯୋଗିତାର ନବୀକରଣ ଲାଗି ମୁଁ ଆଶା କରୁଛି। ଉଭୟ ଦେଶର ନାଗରିକଙ୍କ ଉନ୍ନତି ସହିତ ବିଶ୍ଵ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧିର ପ୍ରସାର ଦିଗରେ ଏକାଠି କାମ କରିବା ବୋଲି ମୋଦୀ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories