www.samajalive.in
Saturday, December 13, 2025
26.1 C
Bhubaneswar

ଡିସେମ୍ବର ୧୫ରେ ଓଏଏସ ପ୍ରାରମ୍ଭିକ ପରୀକ୍ଷା

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ଡିସେମ୍ବର ମାସ ୧୫ ତାରିଖରେ ଅନୁଷ୍ଠିତ ହେବ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ)ର ପ୍ରାରମ୍ଭିକ(ପ୍ରିଲିମ୍) ପରୀକ୍ଷା। ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସସି) ପକ୍ଷରୁ ଏ ନେଇ କାର୍ଯ୍ୟସୂଚୀ ଜାରି କରାଯାଇଛି। ଡିସେମ୍ବର ୧୫ ରବିବାର ପରୀକ୍ଷା ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ଗତ ଅକ୍ଟୋବର ୨୭ରେ ପରୀକ୍ଷା ହେବାର ଥିଲା। କିନ୍ତୁ ସେହି ସମୟରେ ବାତ୍ୟା ‘ଦାନା’ ଆସିବାରୁ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଥିଲା। ବର୍ତ୍ତମାନ ନୂତନ ତାରିଖରେ ପରୀକ୍ଷା ଆୟୋଜନ ଲାଗି ଓପିଏସସି ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories