www.samajalive.in
Monday, December 8, 2025
24.1 C
Bhubaneswar

ରାଗିଂ ଘଟଣାରେ ୫ ଇଞ୍ଜିନିୟରିଂ ଛାତ୍ର ଗିରଫ

ସମାଜ ଡିଜିଟାଲ ଡେସ୍କ: କେନ୍ଦୁଝର ସରକାରୀ ଇଞ୍ଜିନିୟରିଂ କଲେଜ ହଷ୍ଟେଲରେ ରାଗିଂ ଘଟଣାରେ ୫ ଜଣ ଛାତ୍ରଙ୍କୁ ଗିରଫ କରିଛି କେନ୍ଦୁଝର ଟାଉନ ଥାନା ପୁଲିସ। ଗିରଫ ହେବା ପରେ ଛାତ୍ରମାନଙ୍କୁ ବର୍ଷକ ପାଇଁ କଲେଜରୁ ବହିଷ୍କାର କରିଛନ୍ତି କର୍ତ୍ତୃପକ୍ଷ। ଏହି ସିନିଅର ଛାତ୍ରମାନେ ୨ୟ ବର୍ଷର ଛାତ୍ରଙ୍କୁ ମାଡ଼ ମାରିଥିଲେ। ୫ ଜଣ ସିନିଅର ଛାତ୍ର ହଷ୍ଟେଲରେ ପଶି ୨ୟ ବର୍ଷର ଛାତ୍ରଙ୍କୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଥିଲା। ଏହା ପରେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories