www.samajalive.in
Thursday, December 11, 2025
18.1 C
Bhubaneswar

୨୮୬ ଛାତ୍ରଛାତ୍ରୀ ଦେଲେ ବୃତ୍ତି ପରୀକ୍ଷା

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକର ୨ଟି ପରୀକ୍ଷା କେନ୍ଦ୍ରରେ  ଆଜି ପଞ୍ଚମ ଓ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ  ବୃତ୍ତି ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ପଞ୍ଚମ ଶ୍ରେଣୀ ପାଇଁ  ଅତାବିରା ସରକାରୀ ଉଚ୍ଚ ବାଳିକା ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୩୨ ଜଣ ପରୀକ୍ଷା ଦେଇଥିଲେ। ସେହିପରି ତୃତୀୟ ଶ୍ରେଣୀ ପାଇଁ ଅତାବିରା ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ୧୫୪ ଜଣ ପରୀକ୍ଷା ଦେଇଥିଲେ। ପରୀକ୍ଷା କେନ୍ଦ୍ର ପରିଚାଳକ ଭାବେ ଉଭୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର ବେହେରା ଓ ମନୋଜ ହରପାଲ୍ ରହି ପରୀକ୍ଷା  ପରିଚାଳନା କରିଥିଲେ।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ

କଣ୍ଟାବାଞ୍ଜି: ବଲାଙ୍ଗୀର ଜିଲ୍ଲା ତୁରେକେଲା ଥାନା ବଡବାଙ୍କୀ ପଞ୍ଚାୟତ ସାନବାଙ୍କି ଗ୍ରାମରେ...

Related Articles

Popular Categories