www.samajalive.in
Friday, December 12, 2025
15.1 C
Bhubaneswar

ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ମେଳା ଅନୁଷ୍ଠିତ

କଣ୍ଟାବାଞ୍ଜି: ତୁରେକେଲା ବ୍ଳକ ଅନ୍ତର୍ଗତ ହିଆଲ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଵିଦ୍ୟାଳୟ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା।ଆଜିର ଶିଶୁ ଭବିଷ୍ୟତର ବୈଜ୍ଞାନିକକୁ ମୂଳଲକ୍ଷ୍ୟ ଭାବି ବିଦ୍ୟାଳୟର ଛାତ୍ରଛାତ୍ରୀ ବିଜ୍ଞାନ ମେଳାରେ ଏକୋଇଶଟି ପ୍ରକଳ୍ପ ପ୍ରଦର୍ଶନ କରିଥିଲେ।ପ୍ରକଳ୍ପ ଗୁଡିକୁ ମୂଲ୍ୟାଙ୍କନ କରିବା ପାଇଁ ବିଜ୍ଞାନ ଶିକ୍ଷକ ରାଜେଶ କୁମାର ସିଂଦେଓ, ପ୍ରସନ୍ନ ମେହେର ଯୋଗ ଦେଇଥିଲେ।ଏହି ମେଳାକୁ ସଫଳ କରିବାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୁଧିଷ୍ଠିର ଭରାସଗ୍ରିଆ, ଶିକ୍ଷକ ରାଜେନ୍ଦ୍ର ଦୋରା, ଜଗନ୍ନାଥ ପ୍ରଧାନ, ରିନି ସାହୁ, ଶମ୍ଭୁ ପ୍ରସାଦ ବିଶି, ପ୍ରଶାନ୍ତ ବିଶ୍ୱ।ଳ, ଲତାମଣି ସ୍ୱ।ଇଁ, ଗୀତାଞ୍ଜଳି ଛୁରା, ମମିତା ସାହୁ, ସନ୍ତୋଷ କୁମାର ସୁନା, ଖୀରୋଜ ମାଝୀ, ମମତା ପଣ୍ଡା, ଯଶୋବନ୍ତି ମାଝୀ,ସୁଜାତା ସେଠୀ, ମଧୁମତି ଦୀପ,ଜ୍ୟୋତ୍ସ୍ନା ବରିହାଆଦି ସହଯୋଗ କରିଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories