www.samajalive.in
Sunday, December 14, 2025
26.1 C
Bhubaneswar

ବିଦ୍ୟାର୍ଥୀଙ୍କୁ କମ୍ପ୍ୟୁଟର ପୁସ୍ତକ ବଣ୍ଟନ

ଆଠଗଡ: ଆଠଗଡ ଅଞ୍ଚଳର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆଠଗଡ ବିକାଶ ମଞ୍ଚ ପକ୍ଷରୁ ବିଦ୍ୟାର୍ଥୀଙ୍କୁ କମ୍ପ୍ୟୁଟର ପୁସ୍ତକ ବଣ୍ଟନ କରାଯାଇଛି। ଆଠଗଡ ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ତଥା ସମାଜସେବୀ ମାନସ ରଞ୍ଜନ ବସ୍ତିଆ ଆଠଗଡ ସହରର କନ୍ତୋଲସ୍ଥିତ ଅଚ୍ୟୁତାନନ୍ଦ ବିଦ୍ୟାପୀଠରେ ପହଞ୍ଚି ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ଦାଶ ଓ ଅନ୍ଯ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିଥିଲେ। ସେଠାରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କୁ ଶ୍ରୀ ବସ୍ତିଆ କମ୍ପ୍ୟୁଟର ଶିକ୍ଷା ପୁସ୍ତକ ବଣ୍ଟନ କରିବା ସହ ସେମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ।

Hot this week

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

Related Articles

Popular Categories