www.samajalive.in
Sunday, December 14, 2025
23.1 C
Bhubaneswar

ତୈଳ ଟ୍ୟାଙ୍କର ଦୁର୍ଘଟଣାଗ୍ରସ୍ତ

ପାଟଣା : କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ତୁରୁମୁଙ୍ଗା-ଚମ୍ପୁଆ ରାସ୍ତାର ନେଉଳିପଶି ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ତୈଳ ଟ୍ୟାଙ୍କର ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛକୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଚାଳକ ଓ ସହାୟକ ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଆଖି ଲାଗିଯାଇଥିବା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି। ଏହି ତୈଳ ଟ୍ୟାଙ୍କରଟି ତେଲ ଖାଲି କରି ଚମ୍ପୁଆ ପଟରୁ ବାଲେଶ୍ବରକୁ ଯାଉଥିବାବେଳେ ଦୁର୍ଘଟଣାଗ୍ରସ୍ତ ହୋଇଛି। ତୁରୁମୁଙ୍ଗା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories