www.samajalive.in
Friday, December 5, 2025
20.1 C
Bhubaneswar

ଝିଅକୁ ସ୍କୁଲ୍‌ ଛାଡିବାକୁ ଯାଉଥିଲେ, ଟ୍ରେଲର ଧକ୍କାରେ ବାପା ମୃତ

ସୁନ୍ଦରଗଡ : ଝିଅ ଆଗରେ ଚାଲିଗଲା ବାପାର ଜୀବନ। ବାଇକରେ ଯାଉଥିବା ବେଳେ ଚଢିଗଲା ଟ୍ରେଲର। ଏଭଳି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଗୁରୁବାର ସୁନ୍ଦରଗଡ ଟାଉନ ଥାନା ନିକଟରେ ଘଟିଛି । ବାଇକ୍‌ରେ ସ୍ୱାମୀ-ସ୍ତ୍ରୀ ଓ ଝିଅ ଯାଉଥିବା ବେଳେ ପାରିଜାତ ପାର୍କ ନିକଟ ଛକରେ ବାଇକ୍‌କୁ ଟ୍ରେଲର ଧକ୍କା ଦେଇଥିଲା । ଝିଅକୁ ସ୍କୁଲ ଛାଡିବାକୁ ଯାଉଥିବା ବେଳେ ଏହି ଅଘଟଣ ଘଟିଛି । ସ୍ତ୍ରୀ ଓ ଝିଅ ଆଗରେ ଘଟଣାସ୍ଥଳରେ ବାପାର ମୃତ୍ୟୁ ହୋଇଛି । ମାଆ ଓ ଝିଅ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ଟ୍ରେଲର ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଲୋକେ ଉତ୍ତେଜନା ସୃଷ୍ଟି କରିଛନ୍ତି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଦେଖନ୍ତୁ ଭିଡିଓ; ମଝି ଆକାଶରେ ଗୋଟିଏ ଶିକାରକୁ ୨ ଶିକାରୀ..

- Advertisement -

 

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories