www.samajalive.in
Monday, December 8, 2025
24.1 C
Bhubaneswar

ନୂଆବର୍ଷରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ- ଖାଦ୍ୟ ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ନୂଆବର୍ଷ ଅର୍ଥାତ୍‌ ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ମିଳିବ ଚାଉଳ ସହ ଗହମ । ଏନେଇ ଗୁରୁବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି, ଗହମ ଆସିଛି, ସରକାରୀ ସ୍ତରରେ କାମ ବାକି ଥିବାରୁ ୨ ମାସ ବିଳମ୍ବ ହେବ । କେଉଁ ଜିଲାକୁ କେତେ ଗହମ ଆବଶ୍ୟକ ଜିଲ୍ଲାପାଳ ଏହାର ତଥ୍ୟ ଦେବେ । ୮୫ % ଇ-କେୱାଇସି ସରିଛି, ପୂରା ସରିବାକୁ ଆଉ ୧୫ ଦିନ ଲାଗିବ । ୧୬ ଲକ୍ଷରୁ ଅଧିକ ଅଯୋଗ୍ୟ ହିତାଧିକାରୀ ଚିହ୍ନଟ ହେଲେଣି ବୋଲି ମନ୍ତ୍ରୀ କହିଛନ୍ତି ।

ନଭେମ୍ବର ୭ରେ ଶୁକ୍ରଙ୍କ ଚଳନ; ୧୨ ରାଶି ଉପରେ ପଡିବ କି ପ୍ରଭାବ, ଜାଣନ୍ତୁ କିଏ ହେବେ ଭାଗ୍ୟଶାଳୀ, ମିଳିବ ଧନ,ସନ୍ତାନ ସୁଖ..

ଜମ୍ମୁ-କାଶ୍ମୀର ବିଧାନସଭାରେ ବିଧାୟକଙ୍କ ମଧ୍ୟରେ ଧକ୍କା ଓ ମୁଥ ମରାମରି

- Advertisement -

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories