www.samajalive.in
Saturday, December 6, 2025
19.1 C
Bhubaneswar

ରେଳ ଷ୍ଟେସନରେ ବିସ୍ଫୋରଣ: ୨୧ ମୃତ, ୩୦ରୁ ଅଧିକ ଆହତ

ସମାଜ ଡିଜିଟାଲ ଡେସ୍କ: ପାକିସ୍ତାନର ଦକ୍ଷିଣ-ପଶ୍ଚିମାଞ୍ଚଳରେ ଥିବା କ୍ଵେଟା ରେଳ ଷ୍ଟେସନରେ ଶନିବାର ବିସ୍ଫୋରଣ ଘଟିଛି। ଏଥିରେ ୨୧ ଜଣଙ୍କ ପ୍ରାଣହାନୀ ଘଟିଥିବାବେଳେ ୩୦ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି।

ବରିଷ୍ଠ ପୁଲିସ ଅଧିକାରୀ ମହମ୍ମଦ ବାଲୋଚଙ୍କ ସୂଚନା ଅନୁସାରେ, ବିସ୍ଫୋରଣଟି ଷ୍ଟେସନ ଭିତରେ ଏକ ଟ୍ରେନ ନିକଟରେ ଘଟିଥିଲା। କ୍ଵେଟାରୁ ପେଶାଓ୍ବର ଯିବାକୁ ଥିବା ଟ୍ରେନ ଷ୍ଟେସନ ଛାଡ଼ିବାର ଠିକ୍ ପୂର୍ବରୁ ଏହି ଘଟଣା ଘଟିଛି। ଉଦ୍ଧାରକାରୀ ଦଳ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାରକାର୍ଯ୍ୟ କରିଛନ୍ତି। ଆହତମାନଙ୍କୁ ତୁରନ୍ତ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ ବିସ୍ଫୋରଣ ପାଇଁ କୌଣସି ଆତଙ୍କବାଦୀ ସଂଗଠନ ଏଯାଏ ନିଜକୁ ଦାୟୀ କରି ନ ଥିଲେ ହେଁ ଏହା ଏକ ଆତଙ୍କବାଦୀ ଆକ୍ରମଣ ବୋଲି କୁହାଯାଉଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories