www.samajalive.in
Saturday, December 6, 2025
15.1 C
Bhubaneswar

ଭୁବନେଶ୍ୱର ବଡଗଡ କପଡା ଗୋଦାମରେ ଅଗ୍ନିକାଣ୍ଡ; ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ..

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ବଡଗଡରେ ଥିବା ଏକ କପଡା ଗୋଦାମରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ଏଥିରେ ପ୍ରାୟ ୨୫ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି । ସର୍ଟ ସର୍କିଟ୍‌ରୁ ନିଆଁ ଲାଗି ଥିବା ପ୍ରାଥମିକ ତଦନ୍ତରୁୁ ଜଣାପଡିଛି । ମାଲିକଙ୍କ ମାର୍କେଟ୍‌ ବିଲ୍ଡିଂରେ ଦୋକାନ ଥିବା ବେଳେ ବଡଗଡରେ ତାଙ୍କର ଗୋଦାମ ରହିଛି । ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।

୧୫ ନଭେମ୍ବରରେ ଶନି ଚଳନ ; ଏହି ୫ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା..

ଜାଣନ୍ତୁ ଟପ୍‌ ୧୦ ତାଲିକା; ଦୁନିଆରେ ସବୁଠାରୁ ଅଧିକ ବିକ୍ରି ହୋଇଛି ଏହି ସ୍ମାର୍ଟଫୋନ୍‌..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories