www.samajalive.in
Friday, December 5, 2025
17.1 C
Bhubaneswar

ନଭେମ୍ବର ୨୪ରେ ଏମାନଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନଭେମ୍ବର ୨୪ ତାରିଖରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇ କହିଛନ୍ତିି, ୨୪ ତାରିଖରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଯିବ ‘ସୁଭଦ୍ରା’ ଟଙ୍କା । ସୁନ୍ଦରଗଡରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୩ୟ ପର୍ଯ୍ୟାୟ ଟଙ୍କା ଦିଆଯିବ । ଅବଶିଷ୍ଟ ‘ସୁଭଦ୍ରା’ ହିତାଧିକାରୀ ଡିସେମ୍ବରରେ ଟଙ୍କା ପାଇବେ।
ଏଯାବତ୍‌ ୨ଲକ୍ଷ ୬୭ ହଜାର ‘ସୁଭଦ୍ରା’ ଆବେଦନ ଖାରଜ ହୋଇଛି । ବିଭିନ୍ନ ତ୍ରୁଟି କାରଣରୁ ଆବେଦନ ପତ୍ର ଖାରଜ ହୋଇଛି । ଏହି ତାଲିକା ଜିଲ୍ଲାପାଳଙ୍କ ଜରିଆରେ ବ୍ଲକକୁ ପଠାଇଛି । ଆଧାରକାର୍ଡ, ବ୍ୟାଙ୍କ ତ୍ରୁଟି ସଂଶୋଧନ କଲେ ୩ୟ ପର୍ଯ୍ୟାୟରେ ଟଙ୍କା ମିଳିବ । ସଂଶୋଧନ କରିବାରେ ବିଳମ୍ବ ହେଲେ ୪ର୍ଥ ପର୍ଯ୍ୟାୟରେ ଦିଆଯିବ । ଜଣେ ମଧ୍ୟ ଯୋଗ୍ୟ ହିତାଧକାରୀ ସୁବିଧାରୁ ବଞ୍ଚିତ ହେବେ ନାହିଁ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି ।

୧୫ ନଭେମ୍ବରରେ ଶନି ଚଳନ ; ଏହି ୫ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା..

ଜାଣନ୍ତୁ ଟପ୍‌ ୧୦ ତାଲିକା; ଦୁନିଆରେ ସବୁଠାରୁ ଅଧିକ ବିକ୍ରି ହୋଇଛି ଏହି ସ୍ମାର୍ଟଫୋନ୍‌..

- Advertisement -

ଭୁବନେଶ୍ୱର ବଡଗଡ କପଡା ଗୋଦାମରେ ଅଗ୍ନିକାଣ୍ଡ; ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ..

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories