www.samajalive.in
Tuesday, December 9, 2025
16.1 C
Bhubaneswar

ସମ୍ବଲପୁରରେ ଯୁବକଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସମ୍ବଲପୁରରେ ଯୁବକଙ୍କୁ ହତ୍ୟା। ୪/୫ ଜଣ ଦୁର୍ବୃତ୍ତ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି। ସମ୍ବଲପୁର ଟାଉନଥାନା ଅନ୍ତର୍ଗତ ଠେଲକୋପଡ଼ା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ଘଟିଛି। କ’ଣ ପାଇଁ ଯୁବକଙ୍କୁ ହତ୍ୟା କରାଗଲା ତାହାର କାରଣ ଜଣାପଡ଼ିନାହିଁ। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ତଦନ୍ତ ଚଳାଇଛି। ହତ୍ୟାକାଣ୍ଡ ପରେ ସମସ୍ତ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ସେମାନଙ୍କୁ ଧରିବାକୁ ପୁଲିସ ଉଦ୍ୟମ ଚଳାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories