www.samajalive.in
Monday, December 15, 2025
24.1 C
Bhubaneswar

କାଉନସିଲରଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର, ଲୁଚାଇ ରଖିଥିଲେ ଭଉଣୀ

ସମାଜ ଡିଜିଟାଲ ଡେସ୍କ: ବାଲେଶ୍ଵର ଜିଲା ରେମୁଣାର ଜଣେ ବିଜେଡି କାଉନସିଲରଙ୍କ ଘରୁ ୪ ମାସର ଶିଶୁପୁତ୍ର ଉଦ୍ଧାର ହୋଇଛି। କାଉନସିଲରଙ୍କ ଭଉଣୀ ଉକ୍ତ ଶିଶୁପୁତ୍ରକୁ ଘରେ ଲୁଚାଇ ରଖିଥିବା ଅଭିଯୋଗ ହୋଇଥିଲା। ଅଞ୍ଚଳର ଜଣେ ପୂର୍ବତନ ସରପଞ୍ଚ ଏ ସମ୍ପର୍କରେ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଥିଲେ। ଏହା ପରେ ଜିଲାପାଳ ଉକ୍ତ ଶିଶୁପୁତ୍ରକୁ ଉଦ୍ଧାର କରିବା ଲାଗି ଚାଇଲ୍ଡଲାଇନକୁ ନିର୍ଦେଶ ଦେଇଥିଲେ। ଜିଲାପାଳଙ୍କ ନିର୍ଦେଶକ୍ରମେ ଚାଇଲ୍ଡଲାଇନ ପକ୍ଷରୁ ପୁଲିସ ସହାୟତାରେ କାଉନସିଲରଙ୍କ ଘରୁ ଚଢ଼ାଉ କରି ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories