www.samajalive.in
Monday, December 15, 2025
16.1 C
Bhubaneswar

ସିପିଆଇଏମ ଲିବରେସନର ବୈଠକ ଅନୁଷ୍ଠିତ

କଲ୍ୟାଣସିଂହପୁର: ସିପିଆଇ (ଏମ୍ଏଲ) ଲିବରେସନ ତରଫରୁ କୋଲନରା ଓ କଲ୍ୟାଣସିଂହପୁର ବ୍ଲକର ମୁଖ୍ୟ ସାଥୀ ମାନଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ କମିଟି ସଭ୍ୟ ରାମଚନ୍ଦ୍ର ପ୍ରାସ୍କା  ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ ଉପସ୍ଥିତ ରହି କନ୍ଧମାଳ ଜିଲ୍ଲାର ଘଟଣାକୁ ନେଇ ସିପିଆଇ (ଏମ୍ଏଲ) ଲିବରେସନ ତରଫରୁ କୋଲନରା ଓ କଲ୍ୟାଣସିଂହପୁର ବ୍ଲକ ର ମୁଖ୍ୟ ସାଥୀ ମାନକଂ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟ କମିଟି ସଭ୍ୟ ରାମଚନ୍ଦ୍ର ପ୍ରାସ୍କା ଜିଲ୍ଲା ସମ୍ପାଦକ ତ୍ରିପତି ଗମାଙ୍ଗ ଉପସ୍ଥିତ ରହି ଓଡିଶାର କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍ଗା ଗାଁରେ ଆମ୍ଭ ଟାକୁଆ ଖାଇବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ବ୍ୟାପି ବାମପନ୍ଥୀ ଦଳ ମାନଙ୍କ ତରଫରୁ ଚଳିତ ମାସ୨୩ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ସମ୍ମୁଖରେ ଗଣଧାରଣା ଓ ସଂଯୁକ୍ତ କିଷାନ ମୋର୍ଚା ତରଫରୁ ଦେଶ ବ୍ୟାପି ୨୬ ତାରିଖ ଦିନ ପ୍ରତ୍ୟେକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା କରିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories