www.samajalive.in
Monday, December 15, 2025
14.1 C
Bhubaneswar

କଇଁମୁଣ୍ଡିରେ ଦାଦା ବଟିକୁ କେନ୍ଦ୍ରକରି ଜେସିବିକୁ ବୋମା  ମାଡ଼    

କଳାପଥର(ବାଙ୍କୀ):ବାଙ୍କୀ ଥାନା ଅନ୍ତର୍ଗତ କଇଁମୁଣ୍ଡି ଫାଣ୍ଡି ସମ୍ମୁଖରେ ନିର୍ମାଣଧୀନ ହାଇଲେବୁଲ ସେତୁରେ କାର୍ଯ୍ୟ କରୁଥିବା ଶ୍ରମିକ ଓ ଜେସିବ ମେସିନ ଉପରକୁ  ଆଜି ଭୋର ସମୟରେ ଦୁର୍ବୁତ ବୋମା ମାଡ଼ କରିଥିବା ଜଣାପଡିଛି।  ବୋମା ମାଡରେ କଇମୁଣ୍ଡି ଗାଁକୁ ସଂଯୋଗ ପାଇଁ ହେଉଥିବା ହାଇଲେବୁଲୁ ସେତୁ କାର୍ଯ୍ୟରେ ନିଯୋଜିତ କୋକିଲିନି ଜେସିବି ଗାଡ଼ି କାଚ ଭାଂଗିଛି। ତେବେ ଅଳ୍ପକେ ବର୍ତ୍ତିଯାଇଛନ୍ତି କାର୍ଯ୍ୟରତ ଶ୍ରମିକ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories