www.samajalive.in
Tuesday, December 9, 2025
17.1 C
Bhubaneswar

ପଦ୍ମ ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା ସମ୍ମାନ ସୂଚକ ସହାୟକ ରାଶି

ଭୁବନେଶ୍ୱର : ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର ଟଙ୍କାରସମ୍ମାନ ସୂଚକ ସହାୟକ ରାଶି ପ୍ରଦାନ ପାଇଁ ମୁଖ୍ୟ ମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସମସ୍ତ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories