www.samajalive.in
Sunday, December 14, 2025
26.1 C
Bhubaneswar

ଆମ୍ବ ଟାକୁଆ ଜାଉ ଖାଇବା ଘଟଣା: ସୁସ୍ଥ ହୋଇ ଫେରିଲେ ୩ ମହିଳା

ଫୁଲବାଣୀ : ମାଣ୍ଡିପଙ୍କା ଆମ୍ବ ଟାକୁଆ ଜାଉ ଖାଇବା ଘଟଣା । ୭ଦିନ ପରେ ସୁସ୍ଥ ହୋଇ ମେଡ଼ିକାଲରୁ ଫେରିଲେ ୩ ମହିଳା। କନ୍ଧମାଳ ଜିଲ୍ଲା ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ର ମାଣ୍ଡିପଙ୍କାରେ ଆମ୍ବଟାକୁଆ ଜାଉ ଖାଇବା ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁହୋଇଥିବାବେଳେ ଆଉ ୬ ଜଣ ବ୍ରହ୍ମପୁର ପରେ ସେଠାରୁ ୨ଜଣ କଟକରେ ଚିକିତ୍ସାଧୀନ ଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡିଛି ।  ସେମାନେ ହେଲେ ସୁଷମା ପାଟମାଝୀ ,ଜୀବନ୍ତି ମାଝୀ ଏବଂ ପ୍ରଭାତୀ ପାଟମାଝୀ । ସେମାନେ ବ୍ରହ୍ମପୁରରେ ଚିକିତ୍ସିତ ହୋଇ ସୁସ୍ଥ  ହୋଇଫେରିଛନ୍ତି। ଏବେ ମଧ୍ୟ ଜଣେ ବ୍ରହ୍ମପୁର ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବାବେଳେ କଟକ ଏସ୍‌ସିବିରେ ୨ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ପରିବାର ପକ୍ଷରୁ ଜଣାପଡ଼ିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories