www.samajalive.in
Saturday, December 13, 2025
18.1 C
Bhubaneswar

‘୨୪ ବର୍ଷ ପରେ ସଫଳତା’: ଚାମ୍ପିଅନ କଲେଜ ଭଲିବଲ୍ ଦଳକୁ ସମ୍ବର୍ଦ୍ଧନା

ରାଇକିଆ: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ତରଫରୁ ଆୟୋଜିତ ଆନ୍ତଃ କଲେଜ ଭଲିବଲ୍ ଚାମ୍ପିଅନଶିପରେ ବିଜୟୀ ହୋଇଥିବା ରାଇକିଆ ଜୀବନଜ୍ୟୋତି ମହାବିଦ୍ୟାଳୟ ଟିମକୁ ରାଇକିଆଠାରେ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। କଲେଜ ଅଧ୍ୟକ୍ଷ ପ୍ରଭାକର ରାଜୁଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରୀମାନେ ଶୁଭେଚ୍ଛା ଜଣାଇବା ସହ ଶୋଭାଯାତ୍ରାରେ ରାଇକିଆ ସହର ପରିକ୍ରମା କରିଥିଲେ।  ପୁରୁଷୋତ୍ତମପୁର ତାରାତାରିଣୀ କଲେଜଠାରେ  ଦୁଇ ଦିନ ବ୍ୟାପୀ ଅନୁଷ୍ଠିତ ୫୩ତମ ଆନ୍ତ କଲେଜ ଭଳିବଲ୍ ଟୁର୍ଣ୍ଣାମେଣ୍ଟରେ ଫାଇନାଲ ମ୍ୟାଚରେ ରାଇକିଆ ଟିମ୍ ଗୁରାଣ୍ଡି କଲେଜକୁ ପରାସ୍ତ କରି ଚାମ୍ପିଅନ ହୋଇଥିଲା। ୨୪ ବର୍ଷ ପରେ ଜୀବନଜ୍ୟୋତି ମହାବିଦ୍ୟାଳୟ ଏହି ସଫଳତାର ପୁନରାବୃତ୍ତି କରିଥିବାରୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଜଣାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories