www.samajalive.in
Sunday, December 7, 2025
18.1 C
Bhubaneswar

୨୦ଡିଗ୍ରୀ ତଳେ ୧୧ ସ୍ଥାନର ପାରଦ: ସେମିଳିଗୁଡାରେ ସର୍ବନିମ୍ନ

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ହ୍ରାସ ପାଇଛି। ୧୧ ସ୍ଥାନରେ ପାରଦ ୨୦ଡିଗ୍ରୀ ତଳେ ରେକର୍ଡ ହୋଇଛି। ପାହାଡିଆ ଅଞ୍ଚଳ ମଧ୍ୟରେ ସେମିଳିଗୁଡାରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ମଧ୍ୟରେ ଫୁଲବାଣୀରେ ୧୬.୫ଡିଗ୍ରୀ ରହିଛି। ସେହିଭଳି କେନ୍ଦୁଝର ୧୮.୧, କୋରାପୁଟ ୧୭, ରାୟଗଡା ୧୮.୨, ଦାରିଙ୍ଗବାଡି ୧୬.୫, ନବରଙ୍ଗପୁର ୧୮.୬, ଭବାନୀପାଟଣା ୧୭, ଜି.ଉଦୟଗିରି ୧୫.୨, ଅନୁଗୋଳ ୧୭.୬, ଭଦ୍ରକ ୧୮.୫, ଭୁବନେଶ୍ବର ୨୨.୩ ଏବଂ କଟକରେ ୨୧.୩ ଡିଗ୍ରୀ ରାତି ତାପମାତ୍ରା ରେକର୍ଡ ହୋଇଛି। ଆସନ୍ତା ୪ଦିନ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories