www.samajalive.in
Sunday, December 7, 2025
23.1 C
Bhubaneswar

ବଦଳିଲା ସେବିକାଙ୍କ ଡ୍ରେସ କୋଡ୍‌, ରହିବ ସମ୍ବଲପୁରୀ ଛିଟ

ସମାଜ ଡିଜିଟାଲ ଡେସ୍କ: ସେବିକାଙ୍କ ଡ୍ରେସ କୋଡ୍‌ ବଦଳାଇଲେ ରାଜ୍ୟ ସରକାର। ଏଣିକି ନୂତନ ପୋଷାକରେ ରହିବ ସମ୍ବଲପୁରୀ ଛିଟ। ନର୍ସିଂ ଅଧିକାରୀଙ୍କ ୟୁନିଫର୍ମ କଲାରରେ ସମ୍ବଲପୁରୀ ଝଲକ ଦେଖିବାକୁ ମିଳିବ। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହିତ ଆଲୋଚନା ପରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି।

ନିଷ୍ପତ୍ତି ଅନୁଯାୟୀ, ବରିଷ୍ଠ ନର୍ସିଂ ଅଧିକାରୀ ଈଷତ୍‌ ବାଇଗଣୀ ରଙ୍ଗର ପୋଷାକ ପିନ୍ଧିବେ। ସେହିପରି ଆସିଷ୍ଟାଣ୍ଟ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ କେୟନ ବ୍ଲୁ ରଙ୍ଗର ପୋଷାକ ହେବ। ଏହାବ୍ୟତୀତ ଡେପୁଟି ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟ ଓ ନର୍ସିଂ ସୁପରିଣ୍ଟେଣ୍ଡେଣ୍ଟଙ୍କ ପାଇଁ ଧଳା ରଙ୍ଗର ପୋଷାକ କରାଯିବ। ଜେନେରାଲ ଓ୍ବାର୍ଡରେ କାର୍ଯ୍ୟରତ ନର୍ସ ଧଳା ରଙ୍ଗର ଆପ୍ରନ ପିନ୍ଧିବେ ବୋଲି ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories