www.samajalive.in
Wednesday, December 10, 2025
16.1 C
Bhubaneswar

୭ ବର୍ଷ ପରେ ଜଣେ ଏସଆଇ ହୋଇପାରିବେ ଇନ୍ସପେକ୍ଟର, ପୂର୍ବରୁ ଥିଲା ୧୦ ବର୍ଷ

ଭୁବନେଶ୍ବର : ଏଣିକି ୭ ବର୍ଷ ଏସଆଇ ରହିବା ପରେ ଜଣେ ଇନ୍ସପେକ୍ଟର ହୋଇପାରିବେ । ପୂର୍ବରୁ ଏହା ୧୦ ବର୍ଷ ଥିଲା । ପଦୋନ୍ନତିକୁ ୧୦ ବର୍ଷରୁ ଖସାଇ ୭ ବର୍ଷ କରିଛନ୍ତି ରାଜ୍ୟ ସରକାର । ଅର୍ଥାତ୍ ଏଣିକି ୭ ବର୍ଷ ପରେ ଜଣେ ଏସଆଇ ଇନ୍ସପେକ୍ଟର ହୋଇପାରିବେ । ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Hot this week

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

ମିଳିଲା ମହିଳାଙ୍କ କଟାମୁଣ୍ଡ

ମାଲକାନଗିରି : କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ।...

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

Related Articles

Popular Categories