www.samajalive.in
Friday, December 5, 2025
20.1 C
Bhubaneswar

୯୦ ବର୍ଷ ପରେ କାର୍ତ୍ତିକ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ; ଏହି ୩ ରାଶିଙ୍କ ଭାଗ୍ୟ ସୁନାଭଳି ଚମକିବ, ମିଳିବ ଲକ୍ଷ୍ମୀ-ନାରାୟଣଙ୍କ କୃପା..

ଚଳିତ ବର୍ଷ କାର୍ତ୍ତିକ ପୂର୍ଣ୍ଣିମା ୧୫ ନଭେମ୍ବର ଦିନ ପାଳନ କରାଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଚଳିତ ବର୍ଷ କାର୍ତ୍ତିକ ପୂର୍ଣ୍ଣିମାରେ ଗ୍ରହଙ୍କ ଏକ ଦୁର୍ଲ୍ଲଭ ସଂଯୋଗ ହେବାକୁ ଯାଉଛି ।
ଏହି ଯୋଗ ଦୀର୍ଘ ୯୦ ବର୍ଷ ପରେ ହେବାକୁ ଯାଉଛି । ସମସ୍ତ ରାଶି ଉପରେ ଏହାର ପ୍ରଭାବ ପଡିଲେ ମଧ୍ୟ କିଛି ସ୍ୱତନ୍ତ୍ର ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟ ସୁନା ଭଳି ଚମକିବ । ଜ୍ୟୋର୍ତିବିଦ୍‌ଙ୍କ ମତାନୁସାରେ ଏହି ରାଶିଙ୍କ ଉପରେ ଲକ୍ଷ୍ମୀ-ନାରାୟଣଙ୍କ କୃପା ରହିବ ।

ମେଷ – କାର୍ତ୍ତିକ ପୂର୍ଣ୍ଣିମା ଠାରୁ ଏହି ରାଶି ବ୍ୟକ୍ତି ବିଶେଷଙ୍କ ଶୁଭ ଦିନ ଆରମ୍ଭ ହେବ । ମା’ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କ କୃପା ରହିବା ସହ ପ୍ରତ୍ୟେକ କର୍ମରେ ସଫଳତା ପ୍ରାପ୍ତି ହେବ । ଅଟକି ଥିବା କାମ ପୂରଣ ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଚିନ୍ତା ଦୂର ହେବ । ମାନ-ସମ୍ମାନ ବୃଦ୍ଧି ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ ।

- Advertisement -

ତୁଳା – କର୍ମକ୍ଷେତ୍ରରେ ନୂଆ ଓ ଭଲ କାମର ଆରମ୍ଭ କରିବେ । ଧନ-ସମ୍ପତ୍ତି ବୃଦ୍ଧି ହେବ । ମା’ଲକ୍ଷ୍ମୀ ଓ ଭଗବାନ ବିଷ୍ଣୁଙ୍କ ଆଶୀର୍ବାଦ ମିଳିବ ।

ମୀନ – ଆୟରେ ବୃଦ୍ଧି ହେବ । ଆର୍ଥିକ ସମସ୍ୟାରୁ ମୁକ୍ତି ମିଳିବ । ଧନ -ସମ୍ପତ୍ତି ବୃଦ୍ଧି ହେବ । ସନ୍ତାନଙ୍କ ଠାରୁ ଖୁସି ଖବର ମିଳିବ ।

ଦେଖନ୍ତୁ ଭିଡିଓ; ହଠାତ୍‌ ପଶି ଆସିଲା ଷଣ୍ଢ; ଲାଲ୍‌ ସାର୍ଟ ପିନ୍ଧିଥିବା ବ୍ୟକ୍ତିଙ୍କୁ..

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories