www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶା ପାଭିଲିୟନ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଡେସ୍କ: ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଆରମ୍ଭ ହୋଇଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପିୟୁଷ ଗୋୟଲ ଏହି ମେଳାକୁ ଉଦଘାଟନ କରିଛନ୍ତି। ଏହି ଆନ୍ତଜାତୀୟ ବାଣିଜ୍ୟ ମେଳାରେ ବିଭିନ୍ନ ଦେଶ ଓ ରାଜ୍ୟଗୁଡ଼ିକ ଭାଗ ନେଉଛନ୍ତି।

ସୂଚନା ଅନୁଯାୟୀ ରହି ମେଳାରେ ଆଜି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓଡ଼ିଶା ପାଭିଲିୟନର ଉଦଘାଟନ କରିଛନ୍ତି। ଆଜିଠାରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ଏହି ମେଳାରେ ପ୍ରଗତି ମଇଦାନର ହଲ୍-୨ରେ ଓଡ଼ିଶା ମଣ୍ଡପ ଉଦଘାଟିତ ହୋଇଛି। ଏହି ପ୍ୟାଭିଲିୟନରେ ଓଡ଼ିଶାର ବିଭିନ୍ନ କ୍ଷେତ୍ରର ବିଭିନ୍ନ ଉତ୍ପାଦ ଓ ସେବା ପ୍ରଦର୍ଶିତ ହେବା ସହ ପର୍ଯ୍ୟଟକମାନେ ରାଜ୍ୟର ଅନନ୍ୟ ସମ୍ଭାବନା ଏବଂ ସୁଯୋଗ ବିଷୟରେ ବୁଝିପାରିବେ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories