www.samajalive.in
Sunday, December 14, 2025
19.1 C
Bhubaneswar

ଅଗ୍ନିକାଣ୍ଡରେ ଜଳିଗଲା ଚାରିବଖରା

ବାସୁଦେବପୁର : ଅଗ୍ନିକାଣ୍ଡରେ ଚାରିବଖରା ଘର ସମ୍ପୂର୍ଣ୍ଣ ଜଳି ଯାଇଛି । ସଟ୍ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ରାଜଘରପୋଖରୀ ପଞ୍ଚାୟତର ଗଦଳା ଗ୍ରାମର ଏହି ଘଟଣା ସମ୍ପର୍କରେ ଦମକଳ ବାହିନୀ ଖବରପାଇ ଘଟଣାସ୍ଥଳରେ ପହଞ୍ଚିବା ପରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିଥିଲା ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories