www.samajalive.in
Wednesday, December 10, 2025
16.1 C
Bhubaneswar

ରାଜଧାନୀରେ ୭ ବର୍ଷୀୟା ଶିଶୁକୁ ଦୁଷ୍କର୍ମ !

ଭୁବନେଶ୍ଵର: ରାଜଧାନୀର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ୭ ବର୍ଷୀୟା ଶିଶୁକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ସ୍ଥାନୀୟ ଏକ ହନୁମାନ ମନ୍ଦିର ନିକଟରୁ ଶିଶୁକୁ କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ପାରିପାର୍ଶ୍ବିକ ପରିସ୍ଥିତିରୁ ଶିଶୁଟିକୁ ଦୁଷ୍କର୍ମ କରାଯାଇଥିବା ସନ୍ଦେହ କରାଯାଉଛି। ଗୁରୁତର ଅବସ୍ଥାରେ ତା’କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଭିଯୋଗ ଅନୁସାରେ, ୭ ବର୍ଷୀୟା ଶିଶୁକୁ ଅପହରଣ ପରେ ଦୁଷ୍କର୍ମ କରାଯାଇଛି। ଥାନାରେ ଏତଲା ଦିଆଯିବା ପରେ ପୁଲିସ ଘଟଣାକୁ ଗମ୍ଭୀରତାର ସହ ନେଇ ତଦନ୍ତ ଚଳାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories